Masthead

ପେଟ୍ରୋଲ ଡିଜେଲ ଦର ବୃଦ୍ଧି ନେଇ କଂଗ୍ରସର ହାଲ୍ଲାବୋଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପେଟ୍ରୋଲ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ବୁଧବାର ଠାରୁ ୧୭ ତାରିଖ ପର୍ଯ୍ୟନ୍ତ୧୦ ଦିନ ଧରି ରାଜ୍ୟବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ । ପ୍ରତ୍ୟେକ ବ୍ଲକ ଆଗରେ ତୈଳ ଦର ବୃଦ୍ଧି ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ପ୍ରତିବାଦ କରିବ କଂଗ୍ରେସ ।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ୯ ତାରିଖରେ ଜିଲ୍ଲା ସ୍ତରରେ, ୧୪ ତାରିଖରେ ଭୁବନେଶ୍ୱରରେ, ୧୫ ତାରିଖରେ ପେଟ୍ରୋଲ ନକିଣିବା ପାଇଁ ଜନସାଧାରଣଙ୍କୁ ଅପିଲ କରିବ କଂଗ୍ରେସ । ୧୭ ତାରିଖ ଦିନ ପ୍ରତି ପେଟ୍ରୋଲ ପମ୍ପ ଆଗରେ ଦସ୍ତଖତ ଅଭିଯାନ କରିବ କଂଗ୍ରେସ । ଏହାସହ କଂଗ୍ରେସ କର୍ମୀମାନେ ଘର ଘର ବୁଲି ମାସେ ପର୍ଯ୍ୟନ୍ତ କୋଭିଡ଼ ଆକ୍ରାନ୍ତ ଓ କୋଭିଡ଼ ମୃତ୍ୟୁ ସଂଖ୍ୟା ନେଇ ତଥ୍ୟ ସଂଗ୍ରହ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା