Masthead

ପେଟ୍ରୋଲ ଡିଜେଲ ଦର ବୃଦ୍ଧି ନେଇ କଂଗ୍ରସର ହାଲ୍ଲାବୋଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପେଟ୍ରୋଲ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ବୁଧବାର ଠାରୁ ୧୭ ତାରିଖ ପର୍ଯ୍ୟନ୍ତ୧୦ ଦିନ ଧରି ରାଜ୍ୟବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ । ପ୍ରତ୍ୟେକ ବ୍ଲକ ଆଗରେ ତୈଳ ଦର ବୃଦ୍ଧି ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ପ୍ରତିବାଦ କରିବ କଂଗ୍ରେସ ।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ୯ ତାରିଖରେ ଜିଲ୍ଲା ସ୍ତରରେ, ୧୪ ତାରିଖରେ ଭୁବନେଶ୍ୱରରେ, ୧୫ ତାରିଖରେ ପେଟ୍ରୋଲ ନକିଣିବା ପାଇଁ ଜନସାଧାରଣଙ୍କୁ ଅପିଲ କରିବ କଂଗ୍ରେସ । ୧୭ ତାରିଖ ଦିନ ପ୍ରତି ପେଟ୍ରୋଲ ପମ୍ପ ଆଗରେ ଦସ୍ତଖତ ଅଭିଯାନ କରିବ କଂଗ୍ରେସ । ଏହାସହ କଂଗ୍ରେସ କର୍ମୀମାନେ ଘର ଘର ବୁଲି ମାସେ ପର୍ଯ୍ୟନ୍ତ କୋଭିଡ଼ ଆକ୍ରାନ୍ତ ଓ କୋଭିଡ଼ ମୃତ୍ୟୁ ସଂଖ୍ୟା ନେଇ ତଥ୍ୟ ସଂଗ୍ରହ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ