Masthead

ଦୁର୍ନୀତି ପ୍ରସଙ୍ଗରେ ଆଜି ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ରାଜଧାନୀରେ ଗର୍ଜିବ କଂଗ୍ରେସ । ଦୁର୍ନୀତି ବିରୋଧରେ ଆଜି ଲୋକସେବା ଭବନ ଘେରିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ଅଭିଯୋଗରେ ଲୋକସେବା ଭବନ ଘେରିବ କଂଗ୍ରେସ। ରାଜ୍ୟରେ ବେକାରୀ ସମସ୍ୟା ଓ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗ ଉଠାଇବେ ଦଳ । କାର୍ଯ୍ୟକ୍ରମକୁ ସଫଳ କରିବାକୁ ସାରା ରାଜ୍ୟରୁ କଂଗ୍ରେସ ନେତା ଓ କର୍ମୀଙ୍କୁ ବିକ୍ଷୋଭରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ