Masthead

ହାଥରସ ଦଳାଚକଟା ଘଟଣାରେ ସାମ୍ନାକୁ ଆସିଲେ ବାବା ସୂରଜପାଲ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶହାଥରସ୍ ଦଳାଚକଟା ଘଟଣାକୁ ନେଇ ଭୋଲେ ବାବା ସୁରଜପାଲ୍‌ଙ୍କ ପ୍ରତିକ୍ରିୟା । ପ୍ରଥମ ଥର ମିଡିଆ ଆଗରେ ପ୍ରତିକ୍ରିୟା ରଖିଲେ ସୁରଜପାଲ । ଘଟଣାର ୪ ଦିନ ପରେ ମୁହଁ ଖୋଲିଲେ ସୁରଜପାଲ୍ ଓରଫ୍ ଭୋଲେ ବାବା । ‘କୌଣସି ଦୋଷୀଙ୍କୁ ଛଡ଼ାଯିବନି ବୋଲି ମୋର ବିଶ୍ବାସ ଅଛି’ । ବାବା କହିଛନ୍ତି, ଏଭଳି ଦୁଃଖ ସମୟରେ ଭଗବାନ ଲୋକଙ୍କୁ ଶକ୍ତି ଦିଅନ୍ତୁ।

ଜୁଲାଇ ୨ର ଘଟଣା ପରେ ମୁଁ ଅତ୍ୟନ୍ତ ଦୁଃଖିତ ବୋଲି ସୁରଜପାଲ କହିଛନ୍ତି। ଭଗବାନ ଆମକୁ ଏହି ଯନ୍ତ୍ରଣା ସହିବାକୁ ଶକ୍ତି ଦିଅନ୍ତୁ । ଲୋକମାନେ ସରକାର ଏବଂ ପ୍ରଶାସନ ଉପରେ ବିଶ୍ୱାସ ବଜାୟ ରଖିବା ଉଚିତ୍‌। ମୁଁ ନିଶ୍ଚିତ ଯେ ଅରାଜକତା ବିସ୍ତାର କରୁଥିବା କେହି ରକ୍ଷା ପାଇବେ ନାହିଁ। ବାବା ଆହୁରି କହିଛନ୍ତି ଶୋକସନ୍ତପ୍ତ ପରିବାର ଏବଂ ଆହତମାନଙ୍କ ସହିତ ଛିଡ଼ା ହେବାକୁ ଏବଂ ସେମାନଙ୍କୁ ଜୀବନସାରା ସାହାଯ୍ୟ କରିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା