Masthead

ଆଞ୍ଚଳିକ ଭାଷାରେ କନଷ୍ଟେବଳ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସିଏପିଏଫ କନଷ୍ଟେବଳ ପାଇଁ ଆଞ୍ଚଳିକ ଭାଷାର ପରୀକ୍ଷା ହେବ । ଇଂରାଜୀ ଓ ହିନ୍ଦୀ ସହ ୧୩ ଆଞ୍ଚଳିକ ଭାଷାରେ ପରୀକ୍ଷା କରିବା ଲାଗି ନିଷ୍ପତ୍ତି ହୋଇଛି । ୧୩ ଆଞ୍ଚଳିକ ଭାଷା ମଧ୍ୟରେ ଓଡ଼ିଆ ଥିବାରୁ ଓଡ଼ିଶାର ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ପରିଲିକ୍ଷିତ ହେଉଛି ।

ଓଡ଼ିଆ ସହ ଆସାମୀ, ବେଙ୍ଗଲୀ , ଗୁଜୁରାଟୀ, ମରାଠୀ , ମାଲୟଲାମ, କନ୍ନଡ଼, ତାମିଲ, ତେଲୁଗୁ ,ଉର୍ଦ୍ଦୁ, ପଞ୍ଜାବୀ, ମଣିପୁରୀ, କୋଙ୍କଣୀ ଭାଷାରେ ଏହି ପରୀକ୍ଷା ହେବ । ଏହି ସବୁ ପରୀକ୍ଷା ୨୦୨୪ ଜାନୁଆରୀ ପହିଲା ପର ଠାରୁ ଆରମ୍ଭ ହେବ । ସିଏପିଏଫ ଜେନେରାଲ ଡିଟୁ୍ୟ କନଷ୍ଟେବଳ ପରୀକ୍ଷା ଏସଏସସି କରିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ