Masthead

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । କନଷ୍ଟେବଳ ରିଜର୍ଭ ଅଫିସ ଛାତରେ ନିଜ ବନ୍ଧୁକରେ ଗୁଳି କରି ନିଜେ ଆତ୍ମହତ୍ୟା କରିଛନ୍ତି । ଛୁଟି ନପାଇବା ପରେ ଚାପରେ ଏପିଆର କନଷ୍ଟେବଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକଙ୍କ ଘର ନୂଆଗାଁ ବ୍ଲକ ଓଡ଼ଗାଁ ଥାନା ବାହାଡଝୋଲା ବେରୁଆଁବାରି ଗାଁରେ।

ଖବର ଜଣ ପଡିବା ପରେ ନୟାଗଡ଼ ଟାଉନ ଥାନା ପୋଲିସ ଓ ସାଇନ୍ଟଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେ ଆତ୍ମହତ୍ୟା ପଛରେ ଛୁଟି ନମିଳିବା ନା ଆଉ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହୋଇପାରିବ । ଆତ୍ମହତ୍ୟାର କାରଣ ଜଣାପଡ଼ିନଥିବାବେଳେ ପାଖରେ ପଡ଼ିଥିବା ମୋବାଇଲି ମୃତ୍ୟୁ ପଛର ରହସ୍ୟ ଖୋଲିପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ସୂଚନାରୁ ଜଣାପଡ଼ିଛି ଯେ, ମୃତ କନେଷ୍ଟବଳ ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ପରିବାରର ସିକ୍ୟୁରିଟି ଦାୟିତ୍ୱରେ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର