Masthead

ନିର୍ମାଣ ବେଆଇନ ହୋଇଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜିଏ ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା । କହିଛନ୍ତି ନିର୍ମାଣ ପାଇଁ ଅନୁମତି ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ମୂଳ କ୍ୱାର୍ଟର୍ସ ଯାହା ଯେମିତି ଥିଲା, ସେମିତି ରହିଛି । କ୍ୱାର୍ଟର୍ସ ପରିସରରେ ଦୁଇଟି ବଡ଼ କୋଠା ନିର୍ମାଣ କରାଯାଇଛି । ପ୍ରାୟ ୨ ହଜାର ବର୍ଗଫୁଟର ଷ୍ଟିଲ ଷ୍ଟ୍ରକଚର ନିର୍ମାଣ କରାଯାଇଛି ।

ନିର୍ମାଣ କରାଯାଇଥିବା ଏହି ଷ୍ଟ୍ରକଚର ଦୁଇଟି ଭଙ୍ଗାଯାଇଛି । ଏ ନିର୍ମାଣ ପାଇଁ ଅନୁମତି ଦିଆଯାଇଥିଲା କି ନାହିଁ ତଦନ୍ତ ହେବ । ଯଦି ନିର୍ମାଣ ବେଆଇନ ହୋଇଥିବ, କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ । ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି । କାହିଁକି ନିର୍ମାଣ ହୋଇଥିଲା ଏବଂ କାହିଁକି ଭଙ୍ଗାଯାଉଛି, ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ