Masthead

ରାଜଧାନୀରେ ପୁଣି କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ପୁଣି କରୋନା ଭୟ । ଫେରିଛି କଣ୍ଟେନମେଣ୍ଟ ଜୋନ । ଫରେଷ୍ଟ ପାର୍କ ଅଞ୍ଚଳର ଥିବା ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରିଛି ବିଏମସି। ଭୁବନେଶ୍ୱରରେ ବଢିବାକୁ ଲାଗିଛି ସଂକ୍ରମଣ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି କଣ୍ଟେନମେଣ୍ଟ ଜୋନ୍ ବିଏମସି ସ୍ପଷ୍ଟ କରିଛି ।

ସୂଚନା ଅନୁସାରେ, ୫୨ ନମ୍ବର ୱାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ସଂପୃକ୍ତ ଅଞ୍ଚଳରୁ କେହି ବାହାରକୁ ଆସିପାରିବେନି ବା ସେଠାକୁ ଯାଇପାରିବେନି ବୋଲି ସ୍ପଷ୍ଟ କରାଯାଇଛି । ଆଗକୁ ପାର୍ବଣ ଥିବାରୁ ନିୟମ କଡ଼ାକଡି କରିବାକୁ ବିଏମସି ଏଭଳି ପ୍ଲାନ ପ୍ରସ୍ତୁତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି