Masthead

ନିୟମିତ ହେଲେ ଚୁକ୍ତିଭିତିକ ଶିକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିୟମିତ ହେଲେ ଚୁକ୍ତିଭିତିକ ଶିକ୍ଷକ । ୬ ମାସ ପରେ ନିଷ୍ପତି ନେଲା ଗଣଶିକ୍ଷା ବିଭାଗ । ଉପକୃତ ହେବେ ୧୮ ହଜାରରୁ ଅଧିକ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି