Masthead

ସନାତନ ଧର୍ମକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଲେ ତାମିଲନାଡୁ ମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ତାମିଲନାଡୁ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ସରକାରରେ ଜଣେ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଶନିବାର ଏକ ଆପତ୍ତିଜନକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ସନାତନ ଧର୍ମ ମ୍ୟାଲେରିଆ ଏବଂ ଡେଙ୍ଗୁ ଭଳି। ଯାହାକୁ ନେଇ ଯୋର ଧରିଛି ରାଜନୀତି । ଶନିବାର ‘ସନାତନ ଉଚ୍ଛେଦ ସମ୍ମିଳନୀ’ରେ ଉଦ୍‌ବୋଧନ ଦେବା ବେଳେ ଉଦୟନିଧି କହିଲେ ଯେ “କିଛି ଜିନିଷ ଅଛି ଯାହାକୁ ଆମକୁ ଶେଷ କରିବାକୁ ପଡିବ ଏବଂ ଆମେ କେବଳ ଏହାକୁ ବିରୋଧ କରିପାରିବୁ ନାହିଁ।

ମଶା, ଡେଙ୍ଗୁ, କରୋନା ଏବଂ ମ୍ୟାଲେରିଆ ହେଉଛି ଯାହାକୁ ଆମେ ବିରୋଧ କରୁଛୁ। ଆମେ କରିପାରିବୁ ନାହିଁ। ସେଗୁଡିକୁ ହଟାଇବା ପାଇଁ ସନାତନ ଧର୍ମ ମଧ୍ୟ ଏହିପରି। ଆମର ପ୍ରଥମ କାର୍ୟ୍ୟ ହେଉଛି ସନାତନକୁ ବିରୋଧ କରିବା ନୁହେଁ ବରଂ ଏହାକୁ ବିଲୋପ କରିବା। “ତାଙ୍କର ଏଭଳି ବୟାନବାଜିକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ବିଭିନ୍ନ ରାଜନୈତିକ ମହଲରୁ ନିନ୍ଦା କରାଯାଇଛି । ହେଲେ ସେ ନିଜ ବୟାନରେ ଅଟଳ ବୋଲି କହିଛନ୍ତି ଉଦୟନିଧି ଷ୍ଟାଲିନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା