ସନାତନ ଧର୍ମକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଲେ ତାମିଲନାଡୁ ମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ତାମିଲନାଡୁ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ସରକାରରେ ଜଣେ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଶନିବାର ଏକ ଆପତ୍ତିଜନକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ସନାତନ ଧର୍ମ ମ୍ୟାଲେରିଆ ଏବଂ ଡେଙ୍ଗୁ ଭଳି। ଯାହାକୁ ନେଇ ଯୋର ଧରିଛି ରାଜନୀତି । ଶନିବାର ‘ସନାତନ ଉଚ୍ଛେଦ ସମ୍ମିଳନୀ’ରେ ଉଦ୍‌ବୋଧନ ଦେବା ବେଳେ ଉଦୟନିଧି କହିଲେ ଯେ “କିଛି ଜିନିଷ ଅଛି ଯାହାକୁ ଆମକୁ ଶେଷ କରିବାକୁ ପଡିବ ଏବଂ ଆମେ କେବଳ ଏହାକୁ ବିରୋଧ କରିପାରିବୁ ନାହିଁ।

ମଶା, ଡେଙ୍ଗୁ, କରୋନା ଏବଂ ମ୍ୟାଲେରିଆ ହେଉଛି ଯାହାକୁ ଆମେ ବିରୋଧ କରୁଛୁ। ଆମେ କରିପାରିବୁ ନାହିଁ। ସେଗୁଡିକୁ ହଟାଇବା ପାଇଁ ସନାତନ ଧର୍ମ ମଧ୍ୟ ଏହିପରି। ଆମର ପ୍ରଥମ କାର୍ୟ୍ୟ ହେଉଛି ସନାତନକୁ ବିରୋଧ କରିବା ନୁହେଁ ବରଂ ଏହାକୁ ବିଲୋପ କରିବା। “ତାଙ୍କର ଏଭଳି ବୟାନବାଜିକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ବିଭିନ୍ନ ରାଜନୈତିକ ମହଲରୁ ନିନ୍ଦା କରାଯାଇଛି । ହେଲେ ସେ ନିଜ ବୟାନରେ ଅଟଳ ବୋଲି କହିଛନ୍ତି ଉଦୟନିଧି ଷ୍ଟାଲିନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’