Masthead

ମୂର୍ତ୍ତି ଉଚ୍ଚତାକୁ ନେଇ ବଢୁଛି ବିବାଦ

କଟକ (ବଡ଼ ଖବର ବ୍ୟୁରୋ): କଟକ ଦଶହରାରେ ପରମ୍ପରା ମୁତାବକ ବଡ଼ ମୂର୍ତ୍ତି ତିଆରି ଅନୁମତି ପାଇଁ ପୁଣି ଥରେ ରାଜ୍ୟ ସରକାରଙ୍କୁ ନିବେଦନ କରାଯିବ । ଏ ନେଇ ଶାନ୍ତି କମିଟି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଥିବା ମହାନଗର ପୂଜାକମିଟି ସମ୍ପାଦକ ଓ କଟକ ସାଂସଦ ସୂଚନା ଦେଇଛନ୍ତି ।

ଓସିଏ ସମ୍ମିଳନୀ କକ୍ଷରେ କଟକର ଶାନ୍ତି କମିଟି ଓ ପୂଜା କମିଟିକୁ ନେଇ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା । ସରକାରଙ୍କ ନିଷ୍ପତ୍ତିର ପୁଣିଥରେ ଦାବି କରିଥିଲେ ଅନେକ ପୂଜା କମିଟି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଆଉ ଥରେ ଅନୁରୋଧ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି । ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ ଫୁଟ୍ ରଖିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସଂକ୍ରମଣ ମାମଲା ହ୍ରାସ ପାଇଥିବା ବେଳେ ପାର୍ବଣରେ ଭିଡ଼କୁ ଏଡ଼ାଇବାକୁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ