Masthead

ମୂର୍ତ୍ତି ଉଚ୍ଚତାକୁ ନେଇ ବଢୁଛି ବିବାଦ

କଟକ (ବଡ଼ ଖବର ବ୍ୟୁରୋ): କଟକ ଦଶହରାରେ ପରମ୍ପରା ମୁତାବକ ବଡ଼ ମୂର୍ତ୍ତି ତିଆରି ଅନୁମତି ପାଇଁ ପୁଣି ଥରେ ରାଜ୍ୟ ସରକାରଙ୍କୁ ନିବେଦନ କରାଯିବ । ଏ ନେଇ ଶାନ୍ତି କମିଟି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଥିବା ମହାନଗର ପୂଜାକମିଟି ସମ୍ପାଦକ ଓ କଟକ ସାଂସଦ ସୂଚନା ଦେଇଛନ୍ତି ।

ଓସିଏ ସମ୍ମିଳନୀ କକ୍ଷରେ କଟକର ଶାନ୍ତି କମିଟି ଓ ପୂଜା କମିଟିକୁ ନେଇ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା । ସରକାରଙ୍କ ନିଷ୍ପତ୍ତିର ପୁଣିଥରେ ଦାବି କରିଥିଲେ ଅନେକ ପୂଜା କମିଟି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଆଉ ଥରେ ଅନୁରୋଧ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି । ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ ଫୁଟ୍ ରଖିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସଂକ୍ରମଣ ମାମଲା ହ୍ରାସ ପାଇଥିବା ବେଳେ ପାର୍ବଣରେ ଭିଡ଼କୁ ଏଡ଼ାଇବାକୁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ