Masthead

ଅବଢାକୁ ନେଇ ତେଜୁଛି ବିବାଦ

ନକଲି ଅଭଡ଼ା ପ୍ରସଙ୍ଗ

ପୁରୀ(ବଡ଼ ଖବର ବ୍ୟୁରୋ): ନକଲି ଅବଢା ପ୍ରସଙ୍ଗ |  ସୁଆର ମହାସୁଆର ନିଯୋଗ ସଭାପତି ପଦ୍ମନାଭ ମହାସୁଆରଙ୍କ ସୂଚନା | ଘଟଣାର କଲେ ଦୃଢ଼ ନିନ୍ଦା |  ସିଂହଦ୍ଵାର ଥାନାରେ ଏତଲା ସହ ଶ୍ରୀମନ୍ଦିର ପ୍ରଶାସନକୁ ଘଟଣାର ତଦନ୍ତ ପାଇଁ ଚିଠି ଲେଖାଯାଇଛି |

ଶ୍ରୀମନ୍ଦିର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହାଣ୍ଡି ଓ କୁଡୁଆର ବ୍ୟବହାର ଉପରେ ରୋକ ଲଗାଯାଉ | ଗତକାଲି ର ଘଟଣା ସମସ୍ଥ ଜଗନ୍ନାଥ ପ୍ରେମୀଙ୍କ ମନରେ ଆଘାତ ଦେଇଛି | ସମ୍ପୃକ୍ତ ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି | ଏହାକୁ ନେଇ ସ୍ଵତନ୍ତ୍ର ନିୟମ ହେବା ଆବଶ୍ୟକ |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି