Masthead

ମହୁଆଙ୍କ ଶବ୍ଦକୁ ନେଇ ବିବାଦ, ବିଜେପି କହିଲା କ୍ଷମା ମାଗନ୍ତୁ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ଟିଏମସି ମହୁଆ ମୋଇତ୍ର ଅପଶଦ୍ଦ ବ୍ୟବହାରକୁ ନେଇ ବିଜେପି ଘୋର ନିନ୍ଦା କରିଛି । ମଙ୍ଗଳବାର ଲୋକସଭା ବଜେଟ ସେସନରେ ମହୁଆ ମୋଇତ୍ର ଅଶାଳୀନ ଭାଷା ପ୍ରୟୋଗ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଜଣେ ଟିଏମସିର କର୍ମୀ ମହୁଆ ମୋଇତ୍ରଙ୍କୁ ସମର୍ଥନ କରିବା ସହ ନିଜ ଟ୍ୱିିଟର ଆକାଉଣ୍ଟରେ ସେହି ମନ୍ତବ୍ୟକୁ ସେୟାର କରିଥିଲେ ।

ତେବେ ଏହି ଅପଶଦ୍ଦର ବ୍ୟବହାରକୁ ନେଇ ବିଜେପି କଡ଼ା ନିନ୍ଦା କରିବା ସହ ଭୁଲ ମାଗିବା ପାଇଁ ଦାବି କରିଛି । ବିଜେପିକୁ ଜବାବ ଦେଇ ମହୁଆ କହିଛନ୍ତି ଯେ, ମୁଁ କଣ କହିବି ସେଥିପାଇଁ ବିଜେପି ଠାରୁ ଅନୁମୁତି ନେବି କି ? ସଂସଦରେ ମହୁଆ ଆଦାନି ପ୍ରସଙ୍ଗକୁ ନେଇ ବିଜେପିକୁ ଟାର୍ଗେଟ କରିଥିଲେ। ମୋଦି ସରକାରଙ୍କୁ କଡା ଶବ୍ଦରେ ସମାଲୋଚନା କରିଥିଲେ । ସେତେବେଳେ ଗୃହର ଅଧ୍ୟକ୍ଷ ଆସନରେ ବସିଥିଲେ ଭର୍ତ୍ତୃହରି ମହତାବ । ମହୁଆ କହିଥିବା ଶବ୍ଦକୁ ଗୃହର ବିବରଣୀରୁ ବାଦ୍ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି