Masthead

ବଜାର ନାମକରଣକୁ ନେଇ ଉତ୍ତେଜନା

ଆନନ୍ଦପୁର (ବଡ଼ ଖବର ବ୍ୟୁରୋ):  ବଜାର ନାମକରଣକୁ ନେଇ ଉତ୍ତେଜନା । କେନ୍ଦୁଝର ଜିଲ୍ଲାର ହାଟଡିହି ବ୍ଲକର ଓରାଳି ଛକରେ ସୀମା ବିବାଦକୁ ନେଇ ଓରାଳି ଓ ଆପଣ୍ଡା ଗାଁରେ ସଂଘର୍ଷ । ୧୦ରୁ ଅଧିକ ଆହତ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର – ଭଦ୍ରକ ରାସ୍ତାର ଓରାଳି ଛକକୁ ନେଇ ଓରାଳି ଓ ଭଦ୍ରକ ଜିଲ୍ଲା ଆପଣ୍ଡା ମଧ୍ୟରେ ବିବାଦ ଦେଖା ଦେଇଛି । କେଉଁ କାଳରୁ ଏହି ଛକଟି ଓରାଳି ଛକ ନାମରେ ନାମକରଣ ହୋଇଥିଲା । ଏବେ ଭଦ୍ରକ ଜିଲ୍ଲାର ଆପଣ୍ଡା ଗ୍ରାମର ଲୋକମାନେ ଏହାକୁ ଆପଣ୍ଡା ଛକ ଭାବରେ ନାମକରଣ କରାଯିବାକୁ ଦାବି କରି ଆସୁଥିଲେ ।

ଯାହାକୁ ନେଇ ଉଭୟ ଗ୍ରାମରେ ଉତ୍ତେଜନା ମୁଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ଆପଣ୍ଡା ଗ୍ରାମ ପକ୍ଷରୁ ସେହି ଛକରେ ଆପଣ୍ଡା ଛକ ଲେଖାଥିବା ସୂଚନା ଫଳକ ଲଗାଉଥିବାବେଳେ ଏହାକୁ ଓରାଳି ଗ୍ରାମର କିଛି ଲୋକ ଆସି ବିରୋଧ କରିବାରୁ ଉଭୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ରାତି ୮ଟା ପରେ ଆପଣ୍ଡା ଗ୍ରାମର ଶତାଧିକଲୋକ ପହଞ୍ଚି ସେଠାରେ ଥିବା ଓରାଳି ଲୋକଙ୍କ ଉପରକୁ ଟେକା ପଥର ପୋପାଡିବା ସହିତ ୧୦ରୁ ଉର୍ଦ୍ଧ୍ବ ଦୋକାନ ଭଙ୍ଗାରୁଜା ହେବା ସହିତ ନିଆଁ ଲଗାଇ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା