Masthead

ମହାପୁରୁଷଙ୍କୁ ଅପମାନ, ମହତାବଙ୍କ ଜାଗାରେ ଲେଖା ହେଲା ମହାନ୍ତି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ସତରେ ବିଡମ୍ବନା । ମହାପୁରୁଷଙ୍କୁ ଅପମାନ । ନବ ଓଡ଼ିଶାର ବିନ୍ଧାଣୀ, ଓଡ଼ିଶା ଇତିହାସର ଧ୍ରୁବତାରା, ପ୍ରଚଣ୍ଡ ବାଗ୍ମୀ, ସାହିତ୍ୟିକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସ୍ୱାଧୀନତା ସଂଗ୍ରାମୀ, ଭଦ୍ରକ ମାଟିର ସୁଯୋଗ୍ୟ ସନ୍ତାନ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ବିକୃତ କରାଯାଇଛି । ଭଦ୍ରକ ଧାମନଗରରେ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ଭୁଲ ଲେଖାଯାଇଛି।

ଧାମନଗର ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ କାନ୍ଥରେ ଦେଖିବା ପାଇଁ ମିଳିଛି ଏଭଳି ବିକୃତ ଲେଖା । ହରେକୃଷ୍ଣ ମହତାବଙ୍କ ଫଟୋ ତଳେ ହରେକୃଷ୍ଣ ମହାନ୍ତି ବୋଲି ଲେଖାଯାଇଛି । ଯାହାକୁ ଦେଖିବା ପରେ ବୁଦ୍ଧିଜୀବୀ ଓ ଲୋକଙ୍କ ଭିତରେ ପ୍ରବଳ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା । ପରେ ମହାନ୍ତି ଉପରେ ରଙ୍ଗ ବୋଳାଯାଇ ପୁଣି ଥରେ ମହତାବ ଲେଖି ତ୍ରୁଟି ସଂଶୋଧନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି