Masthead

ବିଦେଶୀ ସଂସ୍ଥାର ସହଯୋଗ ନିଆଯିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଗୃହ ଚାଲିପାରୁନି । ବାଧ୍ୟ ହୋଇ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଧାନସଭାରେ ବକ୍ତବ୍ୟ ରଖିଛନ୍ତି । ଏଭଳି କେସ୍‌ରେ ଅପରାଧୀର ବ୍ୟବହାରିକ ବିଶ୍ଲେଷଣ କ୍ଷେତ୍ରରେ ବିଶେଷ ଦକ୍ଷତା ଅର୍ଜନ କରିଥିବା ଯୁକ୍ତରାଷ୍ଟ୍ର ଆମେରିକାର ପ୍ରସିଦ୍ଧ ଅନୁଷ୍ଠାନ Federal Bureau of Investigationର ସହାୟତା ନେବା ପାଇଁ ରାଜ୍ୟ କ୍ରାଇମବ୍ରାଞ୍ଚ ଉଦ୍ୟମ କରୁଛି ।

ଆମେରିକାର FBI ସଂସ୍ଥାର Behavioral  Support Unit ଦ୍ବାରା ଅଭିଯୁକ୍ତର ବ୍ୟବହାରିକ ମୂଲ୍ୟାୟନ କରିବାରେ ସାହାଯ୍ୟ କରିବାପାଇଁ ଓଡିଶା ସରକାର ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସହାୟତା କାମନା କରିଛନ୍ତି । ମୁଁ ଏହି ଗୃହକୁ ପୁନଃ ପ୍ରତିଶ୍ରୁତି ଦେବାକୁ ଚାହେଁ ଯେ, ଦେଶ ତଥା ଦେଶ ବାହାରର ପ୍ରତିଷ୍ଠିତ ୠକ୍ଟକ୍ସରଦ୍ଭଗ୍ଦସମ ବିଶେଷଜ୍ଞ ମାନଙ୍କ ସହାୟତା ନେଇ ଏହି କେସ୍‌ର ସଂପୂର୍ଣ୍ଣ ନିରପେକ୍ଷ ଓ ମୁକ୍ତ ତଦନ୍ତକୁ ସୁନିଶ୍ଚିତ କରିବା ଦିଗରେ ଆମେ ସମସ୍ତ ପଦକ୍ଷେପ ନେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମୁଛି ପାରଦ, ଜାଡ଼ରେ ଥରୁଛି ଓଡ଼ିଶା 🔴 ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ 🔴 ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ 🔴 ବଡ଼ଦିନରୁ ବଢିବ ଶୀତ 🔴 ରାଜ୍ୟରେ କଲବଲ କରୁଛି ଶୀତ 🔴 ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 କମୁଛି ପାରଦ, ଜାଡ଼ରେ ଥରୁଛି ଓଡ଼ିଶା 🔴 ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ 🔴 ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ 🔴 ବଡ଼ଦିନରୁ ବଢିବ ଶୀତ 🔴 ରାଜ୍ୟରେ କଲବଲ କରୁଛି ଶୀତ 🔴 ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC