Masthead

ବିଦେଶୀ ସଂସ୍ଥାର ସହଯୋଗ ନିଆଯିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଗୃହ ଚାଲିପାରୁନି । ବାଧ୍ୟ ହୋଇ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଧାନସଭାରେ ବକ୍ତବ୍ୟ ରଖିଛନ୍ତି । ଏଭଳି କେସ୍‌ରେ ଅପରାଧୀର ବ୍ୟବହାରିକ ବିଶ୍ଲେଷଣ କ୍ଷେତ୍ରରେ ବିଶେଷ ଦକ୍ଷତା ଅର୍ଜନ କରିଥିବା ଯୁକ୍ତରାଷ୍ଟ୍ର ଆମେରିକାର ପ୍ରସିଦ୍ଧ ଅନୁଷ୍ଠାନ Federal Bureau of Investigationର ସହାୟତା ନେବା ପାଇଁ ରାଜ୍ୟ କ୍ରାଇମବ୍ରାଞ୍ଚ ଉଦ୍ୟମ କରୁଛି ।

ଆମେରିକାର FBI ସଂସ୍ଥାର Behavioral  Support Unit ଦ୍ବାରା ଅଭିଯୁକ୍ତର ବ୍ୟବହାରିକ ମୂଲ୍ୟାୟନ କରିବାରେ ସାହାଯ୍ୟ କରିବାପାଇଁ ଓଡିଶା ସରକାର ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସହାୟତା କାମନା କରିଛନ୍ତି । ମୁଁ ଏହି ଗୃହକୁ ପୁନଃ ପ୍ରତିଶ୍ରୁତି ଦେବାକୁ ଚାହେଁ ଯେ, ଦେଶ ତଥା ଦେଶ ବାହାରର ପ୍ରତିଷ୍ଠିତ ୠକ୍ଟକ୍ସରଦ୍ଭଗ୍ଦସମ ବିଶେଷଜ୍ଞ ମାନଙ୍କ ସହାୟତା ନେଇ ଏହି କେସ୍‌ର ସଂପୂର୍ଣ୍ଣ ନିରପେକ୍ଷ ଓ ମୁକ୍ତ ତଦନ୍ତକୁ ସୁନିଶ୍ଚିତ କରିବା ଦିଗରେ ଆମେ ସମସ୍ତ ପଦକ୍ଷେପ ନେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ