Masthead

ଚିନ୍ତା ବଢାଉଛି ଖୋର୍ଦ୍ଧା, ୬୩୮ ପଜେଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ଆଜି ପୁଣି ୩୩୨୬ ନୂଆ ପଜେଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୬୮ଜଣ ଅକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୧୨୨, ବରଗଡ଼ରୁ ୯୪, ଭଦ୍ରକରୁ ୩୬, ବଲାଙ୍ଗୀରରୁ ୧୦୩, ବୌଦ୍ଧରୁ ୫୪, ଦେବଗଡ଼ ୨୧, ଢେଙ୍କାନାଳ ୮୫, ଗଜପତି ୨୨, ଗଞ୍ଜାମ ୫୭, ଜଗତସିଂହପୁର ୮୦, ଯାଜପୁର ୧୪୮, ଝାରସୁଗୁଡ଼ା ୧୦୭, କଳାହାଣ୍ଡି ୭୭, କନ୍ଧମାଳ୬୦, କେନ୍ଦ୍ରାପଡ଼ା୧୦୩ , କେନ୍ଦୁଝର ୧୦୧, କୋରାପୁଟ ୪୫, ମାଲକାନଗିରି ୧୯, ମୟୂରଭଞ୍ଜ ୧୩୧, ନବରଙ୍ଗପୁର ୬୧ , ନୟାଗଡ଼ ୬୧, ନୁଆପଡ଼ା ୧୪୭, ପୁରୀ ୧୪୦, ରାୟଗଡ଼ା ୫୩, ସମ୍ବଲପୁର ୧୦୭, ସୋନପୁର ୨୫ ଓ ସୁନ୍ଦରଗଡରୁ ୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମୁନଥିବାରୁ ସରକାରଙ୍କ ଚିନ୍ତା ବଢିଯାଇଛି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨,୩୨,୭୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧,୯୮,୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତାମାନ ସୁଦ୍ଧା ୩୩,୫୫୯ଜଣ ଚିକିତ୍ସାଧୀନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି