Masthead

ଏହି ବର୍ଷ ଶେଷ ଆଡ଼କୁ ଆସିପାରେ କରୋନା ଟିକା

ଜେନେଭା (ବଡ଼ ଖବର ବ୍ୟୁରୋ ): ବିଶ୍ୱବାସୀଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ ଶେଷ ଆଡକୁ ଆସିପାରେ କରୋନା ଭ୍ୟାକ୍ସିନ । ଗତକାଲି ଏହା ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡର ଦୁଇଦିନିଆ ବୈଠକ ପରେ ଏହା କହିଛନ୍ତି ଡାଇରେକ୍ଟର ଜେନରାଲ ଟେଡରସ ଆଧାନାମ ଘେବ୍ରେୟସେସ । ଟିକା ପ୍ରସ୍ଥୁତି ପରେ ଦେଶଗୁଡ଼ିକ ପରସ୍ପର ମଧ୍ୟରେ ରାଜନୈତିକ ପ୍ରତିବନ୍ଧତା ରଖି ଟିକାର ସମାନ ବଣ୍ଟନ ପାଇଁ କହିଛନ୍ତି । ବର୍ତ୍ତମାନ ହୁ ଦ୍ୱାରା ଗଠିତ କୋଭାକ୍ସ ଅଧୀନରେ ୯ରୁ ଅଧିକ ଟିକାର ପରୀକ୍ଷଣ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା