Masthead

ଦେଶରେ ଖସୁଛି କରୋନା ଗ୍ରାଫ, ଆଜି ୭୦ହଜାର ଆକ୍ରାନ୍ତ ଚିହ୍ନଟ

ନୁଆଦୀଲ୍ଲି (ବଡ଼ ଖବର ବ୍ୟୁରୋ): ଦେଶରେ ଖସୁଛି କରୋନା ଗ୍ରାଫ । ଗତ ଚବିଶ ଘଣ୍ଟାରେ ଦେଶରେ ୭୦ହଜାର ୪୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯୬୫ ମୁଣ୍ଡ ନେଇଛି ମହାମରୀ କରୋନା । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯ଲକ୍ଷ ୬ହଜାର୧୫୨କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୯ଲକ୍ଷ ୬ହଜାର ୭୦ଜଣ ସୁସ୍ଥ ହୋଇସାରିଥିବା ବେଳେ ୧ଲକ୍ଷ ୬ହଜାର ୪୯୦ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଦେଶରେ ୮ଲକ୍ଷ ୯୩ହଜାର ୫୯୨ଟି ସକ୍ରିୟ ମାମଲା ରହିଛି । ଗତମାସ ତୁଳନାରେ ଚଳିତ ମାସରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବା ସହ ସୁସ୍ଥହାର ମାଧ୍ୟ ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ