Masthead

ଦିନକରେ ଦେଶରେ କରୋନା ରୋଗୀଙ୍କ ମୃତ୍ୟୁ ୯୪୦

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢିବାରେ ଲାଗିଛି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭାରତର ଆକ୍ରାନ୍ତଙ୍କ ସଂଖ୍ୟା ବିଶ୍ୱରେ ଦ୍ୱିତୀୟ ସର୍ବାଧିକ । ଆଜି ଗୋଟିଏ ଦିନରେ ଦେଶରେ ୭୫,୮୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪୦ଜଣଙ୍କର ମୃତ୍ୟୁ ହୋଇଛି । ଆଜିକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯ହଜାର ୩୭୪ରେ ପହଁଚିଛି  । ସେପଟେ ୧ଲକ୍ଷ ୧ହଜାର ୭୮୨ଜଣଙ୍କ ମୁଣ୍ଡ ନେଲାଣି ମହାମରୀ କରୋନା । ବର୍ତ୍ତମାନ ଦେଶରେ ୯,୩୭,୬୨୫ଟି ଆକ୍ଟିଭ କେସ୍ ରହିଛି । ଏଯାବତ୍ ଦେଶରେ ୫୫,୦୯,୯୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା