Masthead

ଦିନକରେ ଦେଶରେ କରୋନା ରୋଗୀଙ୍କ ମୃତ୍ୟୁ ୯୪୦

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢିବାରେ ଲାଗିଛି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭାରତର ଆକ୍ରାନ୍ତଙ୍କ ସଂଖ୍ୟା ବିଶ୍ୱରେ ଦ୍ୱିତୀୟ ସର୍ବାଧିକ । ଆଜି ଗୋଟିଏ ଦିନରେ ଦେଶରେ ୭୫,୮୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪୦ଜଣଙ୍କର ମୃତ୍ୟୁ ହୋଇଛି । ଆଜିକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯ହଜାର ୩୭୪ରେ ପହଁଚିଛି  । ସେପଟେ ୧ଲକ୍ଷ ୧ହଜାର ୭୮୨ଜଣଙ୍କ ମୁଣ୍ଡ ନେଲାଣି ମହାମରୀ କରୋନା । ବର୍ତ୍ତମାନ ଦେଶରେ ୯,୩୭,୬୨୫ଟି ଆକ୍ଟିଭ କେସ୍ ରହିଛି । ଏଯାବତ୍ ଦେଶରେ ୫୫,୦୯,୯୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା