Masthead

ଧୋନୀଙ୍କ ଘରେ କରୋନା

ରାଞ୍ଚି (ବଡ ଖବର ବ୍ୟୁରୋ): ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନାର ସ୍ଥିତି । ଏହି କରେନାରେ ଲକ୍ଷ ଲକ୍ଷ ଲୋକ ସଂକ୍ରମଣ ହେଉଛନ୍ତି । ଏହାରି ମଧ୍ୟରେ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀଙ୍କ ଘରେ ପହଞ୍ଚିଛି ମହାମାରୀ କରୋନା ଭୂତାଣୁ। ଧୋନୀଙ୍କ ମାତା-ପିତା କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଉଭୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଧୋନୀଙ୍କ ମାତା ଦେବିକା ଦେବୀ ଏବଂ ପିତା ପାନ୍ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍ ଥିବା ଡାକ୍ତର କହିଛନ୍ତି। ଉଭୟଙ୍କ ଶରୀରରେ ଅକ୍ସିଜେନ ସ୍ତର ବି ସାଧାରଣ ଅବସ୍ଥାରେ ରହିଛି। ତେବେ ସଂକ୍ରମଣ ଫୁସଫୁସ ପର୍ୟ୍ୟନ୍ତ ପହଞ୍ଚି ନ ଥିବା ଡାକ୍ତରମାନେ ସ୍ପଷ୍ଟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା