Masthead

କୋରୋନା ସଚେତନତା କାର୍ଯ୍ୟକ୍ରମ

କୋଟଗଡ଼, (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକରେ ଆଜି ପୂଣ୍ୟ ଉତ୍କଳ ସଙ୍ଗଠନ ପକ୍ଷରୁ କୋରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମ କୋଟଗଡ଼ ଟ୍ରାଫିକ ଛକ ପାଖରେ ହୋଇଥିଲା । ପୂଣ୍ୟ ଉତ୍କଳ ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ରଙ୍କ ତତ୍ତ୍ୱାଧାନରେ ଆଜି କୋଟଗଡ଼ଠାରେ ଏହି କାର୍ଯ୍ରକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ଖାରିନାଲରେ ଥିବା ଗରିବ ଅସହାୟ ବୃଦ୍ଧବୃଦ୍ଧାଙ୍କୁ କପଡ଼ା ଓ ଶୁଖିଲା ଖାଦ୍ୟ ବିତରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ସଭାପତି ଭାରତ ବେହେରା , ସମ୍ପାଦକ ଜଗଦୀଶ ସେନାପତି ଓ କୋଟଗଡ଼ ସଭାପତି ରମେଶ ଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ