Masthead

କରୋନା ସଚେତନତା ସହ ଶୁଖିଲା ଖାଦ୍ୟ ବଣ୍ଟନ

ଖୋର୍ଦ୍ଧା, (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଲେପର୍ସି କଲୋନୀରେ ଆସ୍ଥା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଟ୍ରଷ୍ଟ ମୁଖ୍ୟ ଦେବାଶିଷ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ଲେପର୍ସି କଲୋନୀରେ ରହୁଥିବା ଲୋକଙ୍କୁ କୋରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ହାତ ପରିଷ୍କାର ପରିଚ୍ଛନ୍ନ ରଖିବା, ମୁହଁରେ ମାକ୍ସ ପିନ୍ଧିବ. ସାମାଜିକ ଦୂରତା ଅବଲମ୍ବନ କରିବା ସହ ନିଜେ ସଚେତନ ରହି ଅନ୍ୟକୁ ସଚେତନ କରାଇବାକୁ ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା