Masthead

କରୋନା କଟକଣାକୁ ବିଜେଡିର ଫୁ’

ଗୁଣୁପୁର (ବଡ଼ ଖବର ବ୍ୟୁରୋ): କରୋନା କଟକଣାକୁ ଫୁ’ କଲୋ ଶାସକ ବିଜେଡି କର୍ମୀ । ରାୟଗଡ଼ା ଜିଲ୍ଲା ପଦ୍ମପୁର ଡେରିଙ୍ଗାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।
ଡେରିଗାଁରେ ମାରିଗୁଡା, ଲକ୍ଷ୍ମଣଗୁଡା, ବିଚିକୋଟରେ ଦୁଇଟି ପାଣିଟାଙ୍କି ଉଦଘାଟିତ ହୋଇଥିଲା । ଗୁଣୁପୁର ବିଧାୟକ , ରାୟଗଡା ବିଜେଡି ଜିଲ୍ଲା ସଭାପତି, ପଦ୍ମପୁର ବ୍ଲକ ସଭାପତି ଓ ଗୁଡାରୀ ବ୍ଲକର ବହୁ ବିଜେଡି ନେତାଙ୍କ ସହ ୫ଶହରୁ ଅଧିକ ଲୋକ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପରେ ଉକ୍ତ ସ୍ଥାନରେ ଏକ କର୍ମୀ ସମ୍ମିଳନୀ ମଧ୍ୟ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସେହି ମଧ୍ୟ ସମସ୍ତେ ଉପସ୍ଥିତ ଥିଲେ । ଲୋକେ ମାସ୍କ ପିନ୍ଧି ନଥିବା ବେଳେ ସାମାଜିକ ଦୂରତାକୁ ଭୁଲିଯାଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ