Masthead

କରୋନା କଟକଣାକୁ ବିଜେଡିର ଫୁ’

ଗୁଣୁପୁର (ବଡ଼ ଖବର ବ୍ୟୁରୋ): କରୋନା କଟକଣାକୁ ଫୁ’ କଲୋ ଶାସକ ବିଜେଡି କର୍ମୀ । ରାୟଗଡ଼ା ଜିଲ୍ଲା ପଦ୍ମପୁର ଡେରିଙ୍ଗାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।
ଡେରିଗାଁରେ ମାରିଗୁଡା, ଲକ୍ଷ୍ମଣଗୁଡା, ବିଚିକୋଟରେ ଦୁଇଟି ପାଣିଟାଙ୍କି ଉଦଘାଟିତ ହୋଇଥିଲା । ଗୁଣୁପୁର ବିଧାୟକ , ରାୟଗଡା ବିଜେଡି ଜିଲ୍ଲା ସଭାପତି, ପଦ୍ମପୁର ବ୍ଲକ ସଭାପତି ଓ ଗୁଡାରୀ ବ୍ଲକର ବହୁ ବିଜେଡି ନେତାଙ୍କ ସହ ୫ଶହରୁ ଅଧିକ ଲୋକ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପରେ ଉକ୍ତ ସ୍ଥାନରେ ଏକ କର୍ମୀ ସମ୍ମିଳନୀ ମଧ୍ୟ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସେହି ମଧ୍ୟ ସମସ୍ତେ ଉପସ୍ଥିତ ଥିଲେ । ଲୋକେ ମାସ୍କ ପିନ୍ଧି ନଥିବା ବେଳେ ସାମାଜିକ ଦୂରତାକୁ ଭୁଲିଯାଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି