Masthead

କରୋନା କଟକଣାକୁ ଫୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା କଟକଣାକୁ ଫୁ, ଚାଲିଲା ସେଲିବ୍ରେସନ, ଝୁମିଲେ ଦର୍ଶକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଭୋଗରାଇ ବ୍ଲକ କମର୍ଦ୍ଦା ଠାରେ । ସେଲିବ୍ରେଟିଙ୍କ ଦ୍ୱାରା ଶୁକ୍ରବାର ରାତିରେ ଚାଲିଥିଲା ମ୍ୟୁଜିକାଲ ନାଇଟ ସୋ । ଦର୍ଶକଙ୍କୁ ନେଇ ଚାଲଇଥିଲା ଏହି କାର୍ଯ୍ୟକ୍ରମ । ନାଥିଲା ସାମାଜିକ ଦୂରତା ନା କାହାରି ମୁହଁରେ ମାସ୍କ । । ଏଭଳି ସ୍ଥିତିରେ କରୋନା ସଂକ୍ରମଣକୁ ରୋକିବାରେ ସ୍ଥାନୀୟ ପୋଲିସର କାର୍ଯ୍ୟକଳାପକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି ।

ଏନେଇ ଭୋଗରାଇ ତହସିଲଦାର କମଳାକାନ୍ତ କହିଛନ୍ତି , କମର୍ଦା ଥାନା ଅଧିକାରୀଙ୍କ ଦ୍ୱାରା ପଠାଯାଇଥିବା ଅନୁମତି ପତ୍ରକୁ ସେ ପ୍ରତ୍ୟାଖ୍ୟାନ କରି କାର୍ଯ୍ୟକ୍ରମକୁ ବାତିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ଏନେଇ ଥାନା ଅଧିକାରୀ କହିଛନ୍ତି ଭୁଜାଖିଆ ସ୍ଥାନରେ ୨୦୦ରୁ ଅଧିକ ଲୋକଙ୍କ ସମାଗମ ହୋଇଛନ୍ତିି । ଯାନିଯାତ୍ରା କରୋନା କଟକଣା ପାଇଁ ବନ୍ଦ ହୋଇଥିବା ବେଳେ ଏତେ ଦର୍ଶକଙ୍କୁ କେମିତି ହେଲା ସେଲିବ୍ରେସନ ତାକୁ ନେଇ ଏବେ ବଡ ପ୍ରଶ୍ନ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା