Masthead

କରୋନା କଟକଣାକୁ ଫୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା କଟକଣାକୁ ଫୁ, ଚାଲିଲା ସେଲିବ୍ରେସନ, ଝୁମିଲେ ଦର୍ଶକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଭୋଗରାଇ ବ୍ଲକ କମର୍ଦ୍ଦା ଠାରେ । ସେଲିବ୍ରେଟିଙ୍କ ଦ୍ୱାରା ଶୁକ୍ରବାର ରାତିରେ ଚାଲିଥିଲା ମ୍ୟୁଜିକାଲ ନାଇଟ ସୋ । ଦର୍ଶକଙ୍କୁ ନେଇ ଚାଲଇଥିଲା ଏହି କାର୍ଯ୍ୟକ୍ରମ । ନାଥିଲା ସାମାଜିକ ଦୂରତା ନା କାହାରି ମୁହଁରେ ମାସ୍କ । । ଏଭଳି ସ୍ଥିତିରେ କରୋନା ସଂକ୍ରମଣକୁ ରୋକିବାରେ ସ୍ଥାନୀୟ ପୋଲିସର କାର୍ଯ୍ୟକଳାପକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି ।

ଏନେଇ ଭୋଗରାଇ ତହସିଲଦାର କମଳାକାନ୍ତ କହିଛନ୍ତି , କମର୍ଦା ଥାନା ଅଧିକାରୀଙ୍କ ଦ୍ୱାରା ପଠାଯାଇଥିବା ଅନୁମତି ପତ୍ରକୁ ସେ ପ୍ରତ୍ୟାଖ୍ୟାନ କରି କାର୍ଯ୍ୟକ୍ରମକୁ ବାତିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ଏନେଇ ଥାନା ଅଧିକାରୀ କହିଛନ୍ତି ଭୁଜାଖିଆ ସ୍ଥାନରେ ୨୦୦ରୁ ଅଧିକ ଲୋକଙ୍କ ସମାଗମ ହୋଇଛନ୍ତିି । ଯାନିଯାତ୍ରା କରୋନା କଟକଣା ପାଇଁ ବନ୍ଦ ହୋଇଥିବା ବେଳେ ଏତେ ଦର୍ଶକଙ୍କୁ କେମିତି ହେଲା ସେଲିବ୍ରେସନ ତାକୁ ନେଇ ଏବେ ବଡ ପ୍ରଶ୍ନ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ