Masthead

ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା । ଆଜି ୧୫ଜଣଙ୍କ କରୋନାରେ ମୁଣ୍ଡ ଗଡ଼ିବା ପରେ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, କଟକ ଜିଲ୍ଲାରୁ ୨ଜଣ ବାଲେଶ୍ୱର, ବଲାଙ୍ଗୀର , ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ରାଜ୍ୟରେ ୨୮ ଶହ ୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ଶହ ୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧ଶହ ୯୫ ଜଣ ସ୍ଥାନୀୟ ସଂକ୍ରମିତ ।

ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୪, ବାଲେଶ୍ୱରରୁ ୧୧୬, ବରଗଡ଼ରୁ ୯୫, ଭଦ୍ରକରୁ ୬୬, ବଲାଙ୍ଗୀରରୁ ୯୭, ଯାଜପୁରରୁ ୯୯, ଝାରସୁଗୁଡ଼ାରୁ ୬୯, କଳାହାଣ୍ଡିରୁ ୧୦୫, କନ୍ଧମାଳରୁ ୪୫, କେନ୍ଦ୍ରାପଡ଼ାରୁ ୯୧, କେନ୍ଦୁଝରରୁ ୬୭, କୋରାପୁଟରୁ ୪୬, ମାଲକାନଗିରିରୁ ୬୧, ଜଗତସିଂହପୁରୁ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ