Masthead

ଥମୁନି ମୃତ୍ୟୁସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ