Masthead

ଆଠଗଡ଼କୁ ଫେରିଲା କରୋନା: ଖଣ୍ଡୁଆଳିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଆଠଗଡ଼(ବଡ଼ ଖବର ବ୍ୟୁରୋ): କଟକ ଆଠଗଡ଼କୁ ଫେରିଲା କରୋନା । ଆଠଗଡ ବ୍ଲକ ଖଣ୍ଡୁଆଳି ଗାଁରେ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ଖଣ୍ଡୁଆଳ ଗାଁକୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସମସ୍ତ ୧୬ଜଣଙ୍କୁ ହୋମ ଆଇସୋଲେସନରେ ରଖାଯାଇଛି । ତେବେ ଏମାନଙ୍କ କଣ୍ଟକ୍ଟ ଟ୍ରେସିଂ ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କର ଟେଷ୍ଟିଂ କରାଯିବା ନେଇ ପ୍ରଶାସନ ସୂଚନା ଦେଇଛି।

ସୂଚନାନୁଯାୟୀ, ଏହି ଗାଁରେ ୭୦୦ରୁ ଅଧିକ ଲୋକ ରହୁଥିବା ବେଳେ ୧୫୦ଜଣଙ୍କର ଟେଷ୍ଟିଂ ହୋଇଥିଲା। ଟେଷ୍ଟିଂ ପରେ ୧୬ଜଣ ପଜିଟିଭ ବାହାରିଥିବା ବେଳେ ଅନ୍ୟମାନଙ୍କର ରିପୋର୍ଟ ବାହାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ