Masthead

ରାମଦେବଙ୍କ ପତଞ୍ଜଳିରେ କରୋନା

ହରିଦ୍ୱାର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ବେକାବୁ ହେଲାଣି ସ୍ଥିତି । ଏବେ ପତଞ୍ଜଳି ଯୋଗପୀଠରେ ପ୍ରବେଶ କରିଛି ମହାମାରୀ । ଉତ୍ତରାଖଣ୍ଡରେ ତୀବ୍ର ବେଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମଧ୍ୟରେ ଯୋଗଗୁରୁ ବାବା ରାମଦେବଙ୍କ ହରିଦ୍ୱାର ସ୍ଥିତ ବିଭିନ୍ନ ସଂସ୍ଥାନରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

ଏବେ ସୁଦ୍ଧା ଯୋଗପୀଠର ବିଭିନ୍ନ ସ୍ଥାନରେ କରୋନାର ସଂକ୍ରମଣର ୮୩ ମାମଲା ସାମ୍ନାକୁ ଆସିଛି । ସୂଚନା ଅନୁସାରେ ବାବା ରାମଦେବଙ୍କ ସଂସ୍ଥାନରୁ କୌଣସି ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି । କାରଣ ପତଞ୍ଜଳିରେ ପ୍ରବେଶ ପୂର୍ବରୁ ହିଁ ସମସ୍ତଙ୍କର ପରୀକ୍ଷଣ କରାଯାଉଛି । ଏବଂ ସଂକ୍ରମିତଙ୍କୁ ପ୍ରବେଶ କରିବାକୁ ଦିଆଯାଉ ନାହିଁ । ବାବା ରାମଦେବଙ୍କ ପତଞ୍ଜଳି ଯୋଗପୀଠରେ ୪୬ ଜଣ, ଯୋଗ ଗ୍ରାମରେ ୨୮ ଜଣ, ଆଚାର୍ଯ୍ୟକୁଲମରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ