Masthead

କରୋନା: ମହାରାଷ୍ଟ୍ରରେ କରାଳ ରୂପ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କମୁନି କରୋନାର କୋପ । ଦିନକୁ ଦିନ ବଢିବାରେ ଲାଗିଛି ଏହାର ତାଣ୍ଡବ । ଏବେ ମହାରାଷ୍ଟ୍ରରେ ପୁଣି କରୋନା ଦେଖାଇଛି ତାର କରାଳ ରୂପ । ଗୋଟିଏ ଦିନରେ ମହାରାଷ୍ଟ୍ରରେ ଚିହ୍ନଟ ହୋଇଛନ୍ତି ୨୩ ହଜାର ୧୭୯ କରୋନା ଆକ୍ରାନ୍ତ ଓ ଗଡିଛି ୮୪ ଜଣଙ୍କ ମୁଣ୍ଡ । ଚିହ୍ନଟ ହୋଇଥିବା ଆକ୍ରନ୍ତଙ୍କ ମଧ୍ୟରୁ କେବଳ ମୁମ୍ବାଇର ୨ହଜାର ୩୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ସେପ୍ଟମ୍ବର ମାସ ପରେ ସର୍ବାଧିକ ୨୪ ହଜାର ୮୮୬ କରୋନା ସଂକ୍ରମକିତ ଚିହ୍ନଟ ହୋଇଥିବା ବେଳ ଦୀର୍ଘ ୬ମାସ ପରେ ଏବେ ପୁଣି ୨୩ହଜାରରୁ ଉଦ୍ଧ୍ୱ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ବଢୁଥିବା ଏହି କରୋନା ସଂକ୍ରମଣ ଏବେ ଦେଶବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା