Masthead

କରୋନା: ମହାରାଷ୍ଟ୍ରରେ କରାଳ ରୂପ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କମୁନି କରୋନାର କୋପ । ଦିନକୁ ଦିନ ବଢିବାରେ ଲାଗିଛି ଏହାର ତାଣ୍ଡବ । ଏବେ ମହାରାଷ୍ଟ୍ରରେ ପୁଣି କରୋନା ଦେଖାଇଛି ତାର କରାଳ ରୂପ । ଗୋଟିଏ ଦିନରେ ମହାରାଷ୍ଟ୍ରରେ ଚିହ୍ନଟ ହୋଇଛନ୍ତି ୨୩ ହଜାର ୧୭୯ କରୋନା ଆକ୍ରାନ୍ତ ଓ ଗଡିଛି ୮୪ ଜଣଙ୍କ ମୁଣ୍ଡ । ଚିହ୍ନଟ ହୋଇଥିବା ଆକ୍ରନ୍ତଙ୍କ ମଧ୍ୟରୁ କେବଳ ମୁମ୍ବାଇର ୨ହଜାର ୩୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ସେପ୍ଟମ୍ବର ମାସ ପରେ ସର୍ବାଧିକ ୨୪ ହଜାର ୮୮୬ କରୋନା ସଂକ୍ରମକିତ ଚିହ୍ନଟ ହୋଇଥିବା ବେଳ ଦୀର୍ଘ ୬ମାସ ପରେ ଏବେ ପୁଣି ୨୩ହଜାରରୁ ଉଦ୍ଧ୍ୱ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ବଢୁଥିବା ଏହି କରୋନା ସଂକ୍ରମଣ ଏବେ ଦେଶବାସୀଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା