Masthead

କାଲିଥିଲା ୪ ହଜାର, ଆଜି ୫ ହଜାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉପରମୁହାଁ କରୋନା ଗ୍ରାଫ । ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । କାଲି ୪୪୩୫ ପଜିଟିଭ ଥିଲାବେଳେ ଆଜି ୫ ହଜାର ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୫ ହଜାର ୩୩୫ କରୋନା ପଜିଟିଭ୍ ସାମ୍ନାକୁ ଆସିଛି । ଗତକାଲି ତୁଳନାରେ ସଂକ୍ରମଣ ୨୦ ପ୍ରତିଶତ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ଆସିଥିବା ସଂକ୍ରମଣ ଗତ ୬ ମାସରେ ସବୁଠୁ ଅଧିକ ।

ଅନ୍ୟପଟେ କରୋନାରେ ୬ ଜଣଙ୍କ ଜୀବନ ଯାଇଛି । ଏବେ ଦେଶରେ ସକ୍ରିୟ ମାମଲା ୨୫ ହଜାର ୫୮୭କୁ ବୃଦ୍ଧି ପାଇଛି । ଦିଲ୍ଲୀ, ମହାରାଷ୍ଟ୍ର, ହରିୟାଣା, ତାମିଲନାଡୁ, ହିମାଚଳପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ଅଧିକ ମାମଲା ଦେଖିବାକୁ ମିଳିଛି । ସେପଟେ କିଛି ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା