Masthead

କରୋନା ଫେରୁଛି, ଡ଼ର ବଢୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ପରେ ଏବେ ଓଡ଼ିଶାରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଯାହା ଓଡ଼ିଶାବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଗତକାଲି ୪୦୦ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଧ୍ୟ ୫୦୦ ପାଖାପାଖି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ।

ଏହି ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୭୧, କଳାହାଣ୍ଡିରୁ ୨୯, କଟକରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଝାରସୁଗୁଡ଼ାରୁ ୧୭, ଷ୍ଟେଟ୍ ପୁଲ୍ରୁ ୧୬, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୧୩, ଅନୁଗୁଳରୁ ୧୨, ପୁରୀରୁ ୧୧, ମୟୂରଭଞ୍ଜରୁ ୧୦ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସମ୍ବଲପୁରରୁ ୧୦, ଯାଜପୁର ଓ ନବରଙ୍ଗପୁରରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା