Masthead

କଡ଼ ଲେଉଟାଉଛି କରୋନା

କଣ୍ଟାପଡ଼ା(ବଡ଼ ଖବର ବ୍ୟୁରୋ): କଣ୍ଟାପଡ଼ାର ୨ଟି ପଞ୍ଚାୟତରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଶନିବାର ଭୋର ୬ଟାରୁ ଆସନ୍ତା ୪ତାରିଖ ଭୋର ୬ଟା ପର୍ଯ୍ୟନ୍ତ କଣ୍ଟେଟମେଣ୍ଟ ଜୋନ ଘୋଷଣା କରିଛି । ଝାରପଡ଼ା ପଞ୍ଚାୟତର ଗୋଟିଏ ପରିବାରର ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୨ ଜଣ ସଙ୍ଗରୋଧରେ ଥିବାବେଳେ ଜଣକୁ କୋଭିଡ଼ କେୟାରକୁ ପଠାଯାଇଛି । ସେହିପରି ପାଟସୁନ୍ଦରପୁର ପଞ୍ଚାୟତରେ ଜଣେ ମୃତ୍ୟୁବରଣ କରିଥିବା ବେଳେ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି । କୋରନା ଭୟାବହକୁ ଆଖିରେ ରଖି ଗୋବିନ୍ଦପୁର ଥାନା ଅଧିକାରୀ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଅନୁରୋଧ କରିଛନ୍ତି । କଣ୍ଟାପଡ଼ା ବ୍ଲକ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ଅଛି ବୋଲି କୋଭିଡ଼ ପରିଚାଳନା କମିଟି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା