Masthead

ଚିନ୍ତା ବଢାଉଛି କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮ ଶହ ୪୬ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ୪ ମାସ ମଧ୍ୟରେ ଏହା ସର୍ବାଧିକ ସଂକ୍ରମଣ ବୋଲି ଜଣାପଡ଼ିଛି । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣଙ୍କର ମୃତ୍ୟୁ ହୋଇଛି ।

ମହାରାଷ୍ଟ୍ରରେ ମୋଟ ସଂକ୍ରମଣ ମାମଲା ୬୦ ପ୍ରତିଶତ ରହିଛି । ମଧ୍ୟପ୍ରଦେଶରେ ସଂକ୍ରମଣ ବଢିବାରୁ ରାଜ୍ୟ ସରକାର ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି । ଦିଲ୍ଲୀରେ ମଧ୍ୟ ଦିନକରେ ୮୧୩ ନୂଆ ମାମଲା ଚିହ୍ନଟ ହୋଇଛି । କେନ୍ଦ୍ର ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ଯେ ୮ ରାଜ୍ୟରେ ଲଗାତାର ସଂକ୍ରମଣ ବଢୁଛି । ମହାରାଷ୍ଟ୍ରରେ ସଂକ୍ରମଣ ସଂଖ୍ୟା ବଢୁଥବାବେଳେ କେରଳରେ ସଂକ୍ରମଣ କମୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା