Masthead

୬୫ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା