Masthead

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । କରୋନା ସ୍ଥିତିକୁ ନେଇ ଆଜି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ସମସ୍ତ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ସ୍ୱାସ୍ଥ୍ୟମନ୍ତ୍ରୀ । ଦୁଇ ଦିନ ମଧ୍ୟରେ କରୋନାର ନୂଆ ମାମଲାରେ ପାଖାପାଖି ୮୦ ପ୍ରତିଶତ ବୃଦ୍ଧି ଘଟିଛି । ଆଜି ଦୈନିକ ସଂକ୍ରମଣ ୬ହଜାର ପାର କରିଛି ।

ଦିନକରେ ୬ହଜାର ୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ସକ୍ରିୟ ରୋଗୀ ସଂଖ୍ୟା ୨୮ହଜାର ୩୦୩କୁ ବୃଦ୍ଧି ପାଇଛି । ଆସନ୍ତା ୧୦ ଓ ୧୧ ତାରିଖରେ କୋଭିଡ୍ ମକଡ୍ରିଲ କରାଯିବ । ଜନସାଧାରଣ ଭୟଭୀତ ନହୋଇ ସର୍ତକ ରହିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ