Masthead

ଚିନ୍ତା ବଢାଉଛି ଏସ୍କବିବି୧.୧୬, ଆସନ୍ତା ୪ ସପ୍ତାହ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କୋରୋନାର ନୂଆ ଭାରିଆଣ୍ଟ । ଏସ୍କବିବି୧.୧୬ ଭାରିଆଣ୍ଟ ରୋଗପ୍ରତିରୋଧକ ଶକ୍ତିକୁ ମଧ୍ୟ କ୍ଷତି ପହଞ୍ଚାଉଥିବା ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି । ଆସନ୍ତା ୪ ସପ୍ତାହ ବହୁ ଗୁରୁତ୍ୱପୂର୍ଣ୍ଣ । ଏହି ଭାରିଆଣ୍ଟ ଶିଶୁ ଓ ବୃଦ୍ଧଙ୍କୁ ଅଧିକ ସଂକ୍ରମିତ ହେଉଛନ୍ତି । କୋରୋନାର ତୃତୀୟ ଲହରରେ ସଂକ୍ରମିତ ହୋଇଥିବା ବ୍ୟକ୍ତି ମଧ୍ୟ ସଂକ୍ରମିତ ହେଉଛନ୍ତି । ଯେଉଁମାନେ ଟିକା ନେଇଛନ୍ତି ସେମାନଙ୍କ ଠାରେ ମଧ୍ୟ ଲକ୍ଷଣ ଅନେକ ଦିନ ଦେଖିବାକୁ ମିଳିଛି ।

କୋରନାର ଏସ୍କବିବି୧.୧୬ ଭାରିଆଣ୍ଟ ପୂର୍ବ ଭାରିଆଣ୍ଟ ଅପେକ୍ଷା ଅଧିକ ଶକ୍ତିଶାଳୀ । ସତର୍କ ରହିଲେ ମଧ୍ୟ ଏଥିରେ ଅନେକ ଲୋକ ସଂକ୍ରମଣ ହେଉଛନ୍ତି, ସେମାନଙ୍କ ମଧ୍ୟରେ ଅନେକ ଶିଶୁ ଥିବା ଦିଲ୍ଲୀର ଶିଶୁ ରୋଗ ବିଶେଷଜ୍ଞ କହିଛନ୍ତି । ଏହି ଭାରିଆଣ୍ଟରେ ୧୨ ବର୍ଷରୁ କମ୍ ବୟସ୍କ ପିଲାମାନେ ସଂକ୍ରମିତ ହେଉଛନ୍ତି । ଥଣ୍ଡା, ଜର, ତଣ୍ଟି କାଟିବା ଛଡା ଆଖି ନାଲି ପଡ଼ିଲେ ମଧ୍ୟ କୋଭିଡ ସଂକ୍ରମଣର ଲକ୍ଷଣ ବୋଲି ଡାକ୍ତର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା