Masthead

ପ୍ଲାଟୋ ଷ୍ଟେଜରେ କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଗ୍ର ରୂପ ନେବାରେ ଲାଗିଛି କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାରରୁ ଅଧିକ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୫ ଦିନ ହେବ ସଂକ୍ରମଣ ସଂଖ୍ୟା ପାଖାପାଖି ସମାନ ରହୁଛି । ଯାହାକୁ ପ୍ଲାଟୋ ଷ୍ଟେଜ ବୋଲି କୁହାଯାଉଛି । ତେବେ କରୋନା ସଂକ୍ରମଣ ଲୋକଙ୍କ ଭିତରେ ସନ୍ଦେହ ହେଉଛି ଯେ ରାଜ୍ୟରେ ଆଇସିୟୁ ବେଡ କମିଯାଉଛି । ଯାହାଦ୍ୱାରା ଜଣେ ଗୁରୁତର ରୋଗୀ ଆସିଲେ ମଧ୍ୟ ତାକୁ ବେଡ ମିଳିବାରେ ଅସୁବିଧା ଦେଖାଦେଇପାରେ ।

କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ଆଜି ଡିଏମଇଟି ସିବିକେ ମହାନ୍ତି ଗଣମଧମକୁ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି , ବିଗତ ଦୁଇ ତିନି ଦିନ ହେବ ପ୍ଲାଟୋ ଷ୍ଟେଜରେ ରହିଛି । ଯେହେତୁ ଗତ ୫ ଦିନ ହେବ ଗୋଟିଏ ଲେବେଲରେ ରହୁଛି ତେଣୁ ଏହାକୁ ଆମେ ପ୍ଲାଟୋ ବୋଲି କହୁଛୁ । ଆଗକୁ ଏହି ସ୍ଥିତି ବା ପରିସଂଖ୍ୟାନ କମିପାରେ ବୋଲି ଆଶା କରୁଛୁ । ଆଗକୁ କଣ ହେବ ନିର୍ଦ୍ଦିଷ୍ଟ ଭବେ କହି ହେବନି । ପିଜେଟିଭ ସଂଖ୍ୟା ଏହିପରି ମେଣ୍ଟେନ ହେବ ବୋଲି ଆଶା କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ