Masthead

ପୁଣି ଚିନ୍ତା ବଢାଇଲାଣି କରୋନା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନା । ବାଲେଶ୍ୱରରେ ପୁଣି ସକ୍ରିୟ ହେବାରେ ଲାଗିଛି କରୋନା ସଂକ୍ରମଣ । ଗୋଟିଏ ଦିନରେ ୧୦ ଶିଶୁ କରୋନା ପଜିଟିଭ । ସେମାନଙ୍କୁ ବାଲେଶ୍ୱର ମେଡିକାଲର ଏସ ଏନ ସିୟୁ ବିଭାଗ ଓ ରେଡକ୍ରସରେ ରଖି ଚିକିତ୍ସା କରାଯାଉଛି ।

୨୮ ଦିନ ଭିତରେ ଜନ୍ମ ହୋଇଥିବା ୪ ଜଣ ଶିଶୁ ଓ ୬ ମାସରୁ ୪ ବର୍ଷ ମଧ୍ୟରେ ୬ ଜଣ ଶିଶୁ ପଜିଟିଭ ହୋଇଥିବା ଜଣାପଡ଼ିଛି । ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ ଥିବା ବାଲେଶ୍ୱର ମୁଖ୍ୟ ଚିକିତ୍ସାଅଧିକାରୀ ଡ଼ ଦୁଲାଲ ସେନ ଜଗଦେଵ ସୂଚନା ଦେଇଛନ୍ତି ।ଏତେ ସଂଖ୍ୟାରେ ପଜଟିଭ ହେବାରୁ ସାଧାରଣରେ ଭୟ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ