ପୁଣି ଚିନ୍ତା ବଢାଇଲାଣି କରୋନା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନା । ବାଲେଶ୍ୱରରେ ପୁଣି ସକ୍ରିୟ ହେବାରେ ଲାଗିଛି କରୋନା ସଂକ୍ରମଣ । ଗୋଟିଏ ଦିନରେ ୧୦ ଶିଶୁ କରୋନା ପଜିଟିଭ । ସେମାନଙ୍କୁ ବାଲେଶ୍ୱର ମେଡିକାଲର ଏସ ଏନ ସିୟୁ ବିଭାଗ ଓ ରେଡକ୍ରସରେ ରଖି ଚିକିତ୍ସା କରାଯାଉଛି ।

୨୮ ଦିନ ଭିତରେ ଜନ୍ମ ହୋଇଥିବା ୪ ଜଣ ଶିଶୁ ଓ ୬ ମାସରୁ ୪ ବର୍ଷ ମଧ୍ୟରେ ୬ ଜଣ ଶିଶୁ ପଜିଟିଭ ହୋଇଥିବା ଜଣାପଡ଼ିଛି । ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ ଥିବା ବାଲେଶ୍ୱର ମୁଖ୍ୟ ଚିକିତ୍ସାଅଧିକାରୀ ଡ଼ ଦୁଲାଲ ସେନ ଜଗଦେଵ ସୂଚନା ଦେଇଛନ୍ତି ।ଏତେ ସଂଖ୍ୟାରେ ପଜଟିଭ ହେବାରୁ ସାଧାରଣରେ ଭୟ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’