Masthead

ସ୍କୁଲରେ କରୋନା ପଜିଟିଭ ଚିହ୍ନଟ

ରାଇଘର(ବଡ଼ ଖବର ବ୍ୟୁରୋ): ସ୍କୁଲରେ କରୋନା ପଜିଟିଭ ଚିହ୍ନଟ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ହାଟଭରାଣ୍ଡି ଆଶ୍ରମ ବିଦ୍ୟାଳୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ହଟଭରଣ୍ଡୀ ଆଶ୍ରମ ବିଦ୍ୟାଳୟର ଜଣେ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ମେଡିକାଲ ରିପୋର୍ଟରୁ ପ୍ରକାଶ ପାଇଛି ।

ଏହି ହୋଷ୍ଟେଲରେ ଥିବା ଛାତ୍ରଛାତ୍ରୀ ଏବଂ ପରିବାର ଲୋକୋଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ସୂଚନା ଅନୁସାରେ, ହାଟଭରାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସି ହାଟଭରାଣ୍ଡି ଆଶ୍ରମ ବିଦ୍ୟାଳୟ ଛାତ୍ରୀ କରୋନା ପରୀକ୍ଷା କରିଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କିରୋସିନ ଢାଳି ଯୁବତୀଙ୍କ ଆତ୍ମାହୁତି 🔴 ୟୁକ୍ରେନ ଉପରେ ୩ ହଜାର କିଲୋର ବୋମାମାଡ 🔴 ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ରେଡ ଆର୍ଲଟ 🔴 ବହିତ୍ରୁଟି ପ୍ରସଙ୍ଗ ମାମଲାରେ ଗିରଫ ହେଲେ ମନୋଜ ପାଢୀ 🔴 ମୁକୁଳିବେ ଦାରା ସିଂହ! 🔴 ରୋହିତ-କୋହିଲି ଯୋଡ଼ିଙ୍କ ଉପରେ ନଜର 🔴 କୋଭିଡକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୈଠକ 🔴 ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ 🔴 ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ 🔴 ୧୬ ଦିନରେ ସୋନମ୍ ୱାଙ୍ଗଚୁକ୍ ଅନଶନ 🔴 କିରୋସିନ ଢାଳି ଯୁବତୀଙ୍କ ଆତ୍ମାହୁତି 🔴 ୟୁକ୍ରେନ ଉପରେ ୩ ହଜାର କିଲୋର ବୋମାମାଡ 🔴 ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ରେଡ ଆର୍ଲଟ 🔴 ବହିତ୍ରୁଟି ପ୍ରସଙ୍ଗ ମାମଲାରେ ଗିରଫ ହେଲେ ମନୋଜ ପାଢୀ 🔴 ମୁକୁଳିବେ ଦାରା ସିଂହ! 🔴 ରୋହିତ-କୋହିଲି ଯୋଡ଼ିଙ୍କ ଉପରେ ନଜର 🔴 କୋଭିଡକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୈଠକ 🔴 ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ 🔴 ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ 🔴 ୧୬ ଦିନରେ ସୋନମ୍ ୱାଙ୍ଗଚୁକ୍ ଅନଶନ