Masthead

କରୋନା କବଳରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ରାଜଧାନୀରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନକୁ ବ୍ୟାପିଲାଣି କରୋନା । ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ ର ଜଣେ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଭାଇସ୍ ପ୍ରିନ୍ସିପାଲ ଉପେନ୍ଦ୍ର ସିଂଙ୍କ ସୂଚନା ଅନୁସାରେ, ପୂର୍ବରୁ ଛାତ୍ରଙ୍କ ବାପା ପଜିଟିଭ ଚିହ୍ନଟ ହୋଇଥିଲେ। ଛାତ୍ର ଜଣକ ଶନିବାର ପରୀକ୍ଷା ଦେଇ ଯାଇଛନ୍ତି।

ଏହାପରେ ରବିବାର ରାତି ୧୦ ଟାରେ ତାଙ୍କ ବାପା ଫୋନ କରି ନିଜେ କୋଭିଡ ପଜିଟିଭ ହୋଇଥିବା ଜଣାଇଲେ। ଟେଷ୍ଟିଂରୁ ପିଲାଟିର ରିପୋର୍ଟ ପଜିଟିଭ ଆସିଥିବା ବେଳେ ମା’ର ରିପୋର୍ଟ ନେଗେଟିଭ ଆସିଛି। ସେପଟେ ଗୁରୁବାର ବିଦ୍ୟାଳୟର ଅନ୍ୟ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା କରାଯାଇଛି । ରାଜଧାନୀର ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟରେ ବିଏମସି ପକ୍ଷରୁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଟେଷ୍ଟିଂ କରାଯିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ