Masthead

ରାଜ୍ୟରେ ଆଜି କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୯୧୩ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୧୨୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୫୭ହଜାର ୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ୨୧୨୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୦ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡ଼ରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡ଼ାରୁ ୯୯, ଯାଜପୁରରୁ ୮୬, ପୁରୀରୁ ୮୦, କେନ୍ଦ୍ରାପଡ଼ାରୁ ୭୨, କଳାହାଣ୍ଡିରୁ ୬୮, ଜଗତସିଂହପୁରରୁ ୬୪, ମାଲକାନଗିରିରୁ ୬୩, ଝାରସୁଗୁଡ଼ାରୁ ୬୧, ବରଗଡ଼ରୁ ୬୦, ବଲାଙ୍ଗିରରୁ ୬୦, ସମ୍ବଲପୁରରୁ ୫୭, ଭଦ୍ରକରୁ ୫୧, କେନ୍ଦୁଝରରୁ ୪୯, ସୋନପୁରରୁ ୪୦, ନୟାଗଡ଼ରୁ ୩୯, ବୌଦ୍ଧରୁ ୩୧, କୋରାପୁଟରୁ ୩୧, କନ୍ଧମାଳରୁ ୩୦, ଢେଙ୍କାନାଳରୁ ୨୪, ଦେବଗଡ଼ରୁ ୧୭, ଗଞ୍ଜାମରୁ ୧୬, ରାୟଗଡ଼ାରୁ ୧୧, ଗଜପତିରୁ ୯ ଏବଂ ଷ୍ଟେଟ ପୁଲରୁ ୯୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼